୨୮ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ପୁରୀ :-> ପୁରୀ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶୁଭ୍ରାଂଶୁ ଶେଖର ମହାରଣାଙ୍କ ଆଜି ସରକାରୀ କାର୍ଯ୍ୟକାଳ ଶେଷ ହୋଇଛି । ଏହି ଅବସରରେ ପୁରୀ ଜିଲ୍ଲା ଅମଲା କ୍ଲବ୍ ଠାରେ ଏକ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଡି ପି ଏମ ଇଉ ପରାମର୍ଶ ଦାତା ସିଦ୍ଧାର୍ଥ ରାୟଙ୍କ ସଭାପତିତ୍ବରେ ଆୟୋଜିତ ଏହି ସଭାରେ ଜିଲ୍ଲା ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ,
