୨୮ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) କେନ୍ଦ୍ରାପଡ଼ା :-> କେନ୍ଦ୍ରାପଡା ଜିଲ୍ଲା ଆଳି ବ୍ଲକର ୧୦ ଗୋଟିପଞ୍ଚାୟତକୁ ନେଇ ଏକ ନୂତନ ବ୍ଲକ ଗଠନ ପାଇଁ ଦାବିରେ ଜିଲ୍ଲାପାଳଙ୍କୁ ଭେଟି ଆଲୋଚ଼ନା କରାଯାଇଛି। ପରିଷଦ ପକ୍ଷରୁ କୁହାଯାଇଛି ୨୦୦୯ ମସିହାରେ ନିର୍ବାଚନମଣ୍ଡଳୀ ସୀମା ପୁନଃ ନିର୍ଦ୍ଧାରଣ ସମୟରେ ୟରେ ପଟ୍ଟାମୁଣ୍ଡାଇ ନିର୍ବାଚନ ମଣ୍ଡଳୀର ୧୦ ଗୋଟି ପଞ୍ଚାୟତକୁ ଆଳି ଥାଳି ନିର୍ବାଚନ ମଣ୍ଡଳୀରେ ସାମିଲ କରାଯାଇଥିଲା ।
