ଇନଷ୍ଟିଚ୍ୟୁଟ ଅଫ କମ୍ପ୍ୟୁଟର ଷ୍ଟଡିଜର ୧୭ ତମ ବାର୍ଷିକୋତ୍ସବ
୨୮ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ପୁରୀ :- କଳିଙ୍ଗ ସ୍ମାର୍ଟ ସ୍ଲୁଲର ୭ମ ଓ ପ୍ରିମିୟର ଇନଷ୍ଟିଚ୍ୟୁଟ ଅଫ କମ୍ପ୍ୟୁଟର ଷ୍ଟଡିଜର ୧୭ ତମ ବାର୍ଷିକୋତ୍ସବ ଶରଧାବାଲି ମୁକ୍ତାକାଶ ରଙ୍ଗମଞ୍ଚ ଠାରେ ଅନୁଷ୍ଠିତ ହୋଇଯାଇଛି । କ୍ଷେତ୍ରମୋହନ ଫାଉଣ୍ଡେସନ ପକ୍ଷରୁ ଏହି ଉତ୍ସବ ଆୟୋଜିତ ହୋଇଥିଲା । ପ୍ରାରମ୍ଭରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଅତିଥିମାନଙ୍କ ଦ୍ବାରା ପ୍ରଦୀପ ପ୍ରଜ୍ଜ୍ବଳନ କରାଯାଇଥିଲା । ମୁଖ୍ଯ ଅତିଥି ଭାବେ ଶିଶୁ ମଙ୍ଗଳ କମିଟିର ଅଧ୍ୟକ୍ଷ ଅଜିତ ମହାପାତ୍ର ,ମୁଖ୍ଯବକ୍ତା ଭାବେ ବ୍ଲକ ଶିକ୍ଷାଧିକାରୀ ପ୍ରମୋଦ କୁମାର କର,
