୪ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ଦଶପଲ୍ଲା :- ଦଶପଲ୍ଲା ର ଅଗ୍ରଣୀ ସଂଗଠନ ମହାବୀର ବଣିକ ମହାସଂଘ ମଙ୍ଗଳବାର ଦିନ ଅନୁଷ୍ଠାନ ର ୧୪ ତମ ବାର୍ଷିକ ସାରସ୍ୱତ ଉତ୍ସବ ପାଳନ କରିଛି. ସକାଳୁ ସମସ୍ତ ୧୪ ଗୋଟି ବଜାର ସମ୍ପୂର୍ଣ ବନ୍ଦ କରି ସ୍ଥାନୀୟ ବିଶ୍ୱ କର୍ମା ବାଜ଼ାର ଠାରୁ ପ୍ରଭୁ ମହାବୀର ଙ୍କ ପୂଜା ପରେ ନାମ ସଂକୀର୍ତନ ଦ୍ୱରା ମହାସଂଘ କୁ ଉତ୍ସସିତ ସ୍ୱଗତ କରି ଥିଲେ. ଅନୁରୂପ ଭାବେ ବିଭିନ୍ନ ବଜାର ସଂଘ ପକ୍ଷ ରୁ ଶୋଭାଯାତ୍ରା କୁ ସ୍ୱଗାତ କରିବା ଶହ ଅଭିବାଦନ ଜଣାଇ ଥିଲେ.

