୪ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ରାମନାଗୁଡା :- ରାୟଗଡ଼ା ଜିଲ୍ଲା ରାମନାଗୁଡା ବ୍ଲକ ଅନ୍ତର୍ଗତ ପାରୀକ୍ଷିତି ପଞ୍ଚାୟତ ଅଧୀନରେ ଥିବା ପୁରୁଟିଗୁଡ଼ା ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟର ପ୍ରଧାନ ଶିକ୍ଷକ କରୁଣାକର ସେନାପତି ଙ୍କ ଆବାହନ କ୍ରମେ ପାରୀକ୍ଷିତି ସରପଞ୍ଚ ସୂର୍ଯ୍ୟରାଓ କୁମ୍ବ୍ରିକା ଙ୍କ ସଭାପତିତ୍ୱ ରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦ୍ୟୁମ୍ନ ମଣ୍ଡଳ,ମୁଖ୍ୟବକ୍ତା ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଜନ ମଲ୍ଲିକ,ସମ୍ମାନିତ ଅତିଥି ଭାବରେ ପଂଚାୟତ ସମିତି ଅଧ୍ୟକ୍ଷ ରବି ଶଙ୍କର ଗମାଙ୍ଗ, ପାରୀକ୍ଷିତି ସମିତି ସଭ୍ୟା ଲଷ୍ମୀ କାଡ୍ରାକା, ଗୁଲୁଣ୍ଠି ସମିତି ସଭ୍ୟା ମାଝୀଗୌରୀ କଣ୍ଡାଗରୀ,

