Home ଓଡ଼ିଶା ପ୍ରବାଦ ପୁରୁଷ ସ୍ୱର୍ଗତଃ ବିଜୁ ପଟ୍ଟନାୟକ ଙ୍କ ୧୦୯ ତମ ଜନ୍ମ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୫ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ପୁରୀ :- ପ୍ରବାଦ ପୁରୁଷ ସ୍ୱର୍ଗତଃ ବିଜୁ ପଟ୍ଟନାୟକ ଙ୍କ ୧୦୯ ତମ ଜନ୍ମ ଦିବସ ଅବସର ରେ ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆ ଙ୍କ ନେତୃତ୍ଵ ରେ ପ୍ରାତଃ ୧୦.୦୦ ଘଟିକା ସମୟରେ ଶ୍ରୀ ମନ୍ଦିର ସମ୍ମୁଖରେ ସମୂହ ଦୀପଦାନ,ମେଡିକାଲ ଛକ ସ୍ଥିତ ବିଜୁ ପଟ୍ଟନାୟକ ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରାଯାଇଥିଲା ଏବଂ ସନ୍ଧ୍ୟା ୬.୦୦ ଘଟିକା ସମୟରେ ” ସଂସ୍କୃତି ଭବନ” ପୁରୀ ଠାରେ ଏକ ସାଧାରଣ ସଭା ର ଆୟୋଜନ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମ ରେ ଅନେକ ବରିଷ୍ଠ ନେତା ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମ ରେ ପୁରୀ ବାର୍ ଆସୋସିଏସନ୍ ସଭାପତି ଆଦିତ୍ୟ ହୃଦୟ ମିଶ୍ର, ପୁରୀ ଜିଲ୍ଲା ଯୁବ ଜନତା ଦଳ ସଭାପତି ନାରାୟଣ ସ୍ବାଇଁ,ପୂର୍ବତନ ନଗରପାଳ ଗୌରହରି ପ୍ରଧାନ, ବିଜୁ ଜନତା ଦଳର ବରିଷ୍ଠ ନେତା କୃଷ୍ଣ ଚନ୍ଦ୍ର ପଣ୍ଡା, ସ୍ତମ୍ବକାର ବଦ୍ରି ମିଶ୍ର,ପୂର୍ବତନ କାଉନ୍ସିଲର୍ କେ. କାତା ରାଓ , ପୂର୍ବତନ ପବ୍ଲିକ ପ୍ରସିକୃଟର ବିଜୟ କୁମାର ମିଶ୍ର, ବରିଷ୍ଠ ନେତା ସଦାଶିବ ପ୍ରଧାନ, ବାବୁଲି ବାରିକ, ସୌମ୍ୟରଞ୍ଜନ ମହାନ୍ତି, ବିଶ୍ୱକେତନ ଦାସ, ବାଲିପୁଟ ପୂର୍ବତନ ସରପଞ୍ଚ ବାବାଜୀ ଫାରକ୍, ବିଜୁ ଛାତ୍ର ଜନତା ଦଳ ର ଜିଲ୍ଲା ସମ୍ପାଦକ ରାଜେଶ ତ୍ରିପାଠୀ , ନିଖିଲ ଦାସ ,ବିଜୁ ଯୁବ ଜନତା ଦଳ ଜିଲ୍ଲା ସମ୍ପାଦିକା ରୋଜାଲିନ ନାୟକ ,ନାରୀନେତ୍ରୀ ସନ୍ଧ୍ୟାରାଣୀ ଭଟ୍ଟ, ଅରୁଣିମା ନନ୍ଦ, ବିନୋଦିନୀ ଦାସ ପ୍ରମୁଖ ଉପସ୍ଥିତ ଥିଲେ । Categories: ଓଡ଼ିଶା, ଖୋର୍ଦ୍ଧା, ପୁରୀ, ହୋମ୍ Related Content ବ୍ୟାସନଗର ପ୍ରେସ ଫୋରମର ଦ୍ୱିବାର୍ଷିକ କର୍ମକର୍ତ୍ତା ଚୟନ by Proprietor Abhimanyu Maharana October 11, 2026 ମୁରିବାହାଲରେ ଭୟଙ୍କର ସଡ଼କ ଦୁର୍ଘଟଣା : କ୍ରେନକୁ ପିଟିଲା ବାଇକ୍, ଚାଳକ ମୃତ by Proprietor Abhimanyu Maharana October 11, 2026 ସିନ୍ଧେକେଲାରେ ବଣିକ ସଂଘର ନୂଆଁଖାଇ ଭେଟଘାଟ, ପୂର୍ବତନ ସମ୍ପାଦକ ସମ୍ମାନିତ by Proprietor Abhimanyu Maharana October 11, 2026 କଣ୍ଟାବାଞ୍ଜିରେ ଟ୍ରାଫିକ୍ ଅରାଜକତା, ଚୋରି ଆତଙ୍କ: ଏସଡିପିଓଙ୍କୁ ନାଗରିକ କମିଟିର ଦାବିପତ୍ର by Proprietor Abhimanyu Maharana October 11, 2026 ଜନତା ନୋଡାଲ ଉଚ୍ଚ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ଖୋ-ଖୋ ପ୍ରତିଯୋଗିତା ସଫଳତାର ସହ ଅନୁଷ୍ଠିତ। by Proprietor Abhimanyu Maharana October 11, 2026 ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ କଷ୍ଟି ଡାକୁଆଙ୍କ ସହିଦ୍ ଦିବସ ପାଳିତ - ପ୍ରଜାମଣ୍ଡଳ ଆନ୍ଦୋଳନର ଦୁର୍ଦ୍ଦଶ ନେତା ଥିଲେ କଷ୍ଟି ଡାକୁଆ by Proprietor Abhimanyu Maharana October 10, 2026