୯ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ସଦର ମହକୁମାରେ ଥିବା ବିଜୁ ଭବନ ପରିସରରେ ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ବିଜୁ ମହିଳା ଜନତା ଦଳ ପକ୍ଷରୁ ବିଶାଳ ମହିଳା ସମାବେଶ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ସଭାକାର୍ଯ୍ୟ ଆରମ୍ଭ ହୋଇଥଲା । ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମହିଳା ସମାବେଶରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଓଡ଼ିଶାରେ ତ୍ରିସ୍ତରୀୟ ପଞ୍ଚାୟତ ରାଜ ବ୍ୟବସ୍ଥା ପ୍ରଚଳନ ,
