Home ଓଡ଼ିଶା ଜୀଵନଦେଇପୁର ସ୍କୁଲ ର ବାର୍ଷିକ ଉତ୍ସବ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୯ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ବାଣପୁର ବ୍ଲକ :- ଦୀନବନ୍ଧୁ ପୁର କ୍ଲଷ୍ଟର ଅଧୀନ ଜୀବନ ଦେଇ ସ୍କୁଲ ର ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ ସଭାରେ ଅନୁଷ୍ଠାନ ର ପ୍ରଧାନ ଶିକ୍ଷକ ମଧୁସୂଦନ ସାହୁ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟ ଅତିଥି ଭାବେ ନାଚୁଣୀ ଗ୍ରାମ ପଞ୍ଚାୟତ ର ସରପଞ୍ଚ ସ୍ବପ୍ନାଞ୍ଜଳି ପଲେଇ, ମୁଖ୍ୟ ବକ୍ତା ଭାବେ ପୂର୍ବତନ ବାଣପୁର ବ୍ଲକ ଏ ବି ଇ ଓ ଲକ୍ଷ୍ମୀ ନାରାୟଣ ପ୍ରସାଦ ନାୟକ, ସମ୍ମାନିତ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ଅରୁଣ କୁମାର ଦାଶ, ପ୍ରାକ୍ତନ ପ୍ରଧାନ ଶିକ୍ଷକ ଭିକାରୀ ଚରଣ ପ୍ରଧାନ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ନୀଳାଚଳ ଦାଶ ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉଦ୍ ଵୋଧନ ଦେଇଥିଲେ । ଦୀନବନ୍ଧୁ ପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପ୍ରଦୀପ୍ତ କିଶୋର ମହାପାତ୍ର ମଞ୍ଚ ପରିଚାଳନା କରିଥିଲେ । ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ କ୍ରୃତୀତ୍ଵ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କାର ବିତରଣ କରାଯାଇଥିଲା । ପରିଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ ଵିଚିତ୍ରା ପରିବେଷଣ କରାଯାଇଥିଲା । Categories: ଓଡ଼ିଶା, ଖୋର୍ଦ୍ଧା, ହୋମ୍ Related Content ସିନ୍ଧେକେଲାରେ ବଣିକ ସଂଘର ନୂଆଁଖାଇ ଭେଟଘାଟ, ପୂର୍ବତନ ସମ୍ପାଦକ ସମ୍ମାନିତ by Proprietor Abhimanyu Maharana October 11, 2026 କଣ୍ଟାବାଞ୍ଜିରେ ଟ୍ରାଫିକ୍ ଅରାଜକତା, ଚୋରି ଆତଙ୍କ: ଏସଡିପିଓଙ୍କୁ ନାଗରିକ କମିଟିର ଦାବିପତ୍ର by Proprietor Abhimanyu Maharana October 11, 2026 ଜନତା ନୋଡାଲ ଉଚ୍ଚ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ଖୋ-ଖୋ ପ୍ରତିଯୋଗିତା ସଫଳତାର ସହ ଅନୁଷ୍ଠିତ। by Proprietor Abhimanyu Maharana October 11, 2026 ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ କଷ୍ଟି ଡାକୁଆଙ୍କ ସହିଦ୍ ଦିବସ ପାଳିତ - ପ୍ରଜାମଣ୍ଡଳ ଆନ୍ଦୋଳନର ଦୁର୍ଦ୍ଦଶ ନେତା ଥିଲେ କଷ୍ଟି ଡାକୁଆ by Proprietor Abhimanyu Maharana October 10, 2026 Utkal Hospital Inaugurates State-of-the-Art Sleep Lab by Proprietor Abhimanyu Maharana October 10, 2026 ରଣପୁର ରେ ନିର୍ବାଚନ କମିଶନ ଙ୍କ ଇସ୍ତଫା ଦାବୀ ସହ କୁଶ ପୁତ୍ତଳିକା ଦାହ by Proprietor Abhimanyu Maharana October 10, 2026