
୧୦ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ପୁରୀ :- ଶ୍ରୀରାମ ଚନ୍ଦ୍ର ସ୍ୱାମୀ ଚାରିଟେବୁଲ ଟ୍ରଷ୍ଟ ତରଫରୁ ପ୍ରତିବର୍ଷ ପରି ଚଳିତ ବର୍ଷ ବୈଦିକ ରୀତିନୀତିରେ ସାମୁହିକ ମାଗଣା ବ୍ରତୋପନୟନ ଲୋକନାଥ ମନ୍ଦିର ନିକଟ ଥାନ ପତି ଆଶ୍ରମର ବାଲାଜୀ ମନ୍ଦିର ପରିସରରେ ଜୀୟର ସ୍ୱାମୀ ମଠର ମହନ୍ତ ଶ୍ରୀ ଇନ୍ଦିରା ରମଣ ରାମାନୁଜ ଦାସଜୀ ମାର୍ଗଦର୍ଶନ ରେ ଅନୁଷ୍ଠିତ ହୋଇଯାଇଛି ।

