୧୨ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ବେଲପଡା :- ବେଲପଡା ବ୍ଲକ ଅନ୍ତର୍ଗତ ସିହିନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ବାର୍ଷିକ ଉତ୍ସବ ଅନୁଷ୍ଠିତ l ଏହି କାର୍ଯ୍ୟକ୍ରମ ସ୍କୁଲ ର ପ୍ରଧାନ ଶିକ୍ଷକ ତୁଲାରାମ ମାଝୀ ଙ୍କ ସଭାପତିତ୍ଵ ରେ ଅନୁଷ୍ଠିତ ହୋଇଥିବା ବେଳେ ମୁଖ୍ୟ ଅତିଥି ଭାବେ ସିହିନୀ ସରପଞ୍ଚ ଶ୍ରୀମତୀ ଶ୍ରଦ୍ଧାଞ୍ଜଳି ବେହେରା l ସମ୍ମାନିତ ଅତିଥି ଭାବେ ସମିତି ସଭ୍ୟ ସୁନୀଲ କୁମାର ଶବର,
