ବାଇକ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

ନିଜ ବାଇକ ଯୋଗେ ବାଲିଗୁଡାକୁ ଆସୁଥିବା ବେଳେ ହଠାତ ଭାରସାମ୍ୟ ହରାଇ ବାଇକଟି ଓଲଟି ପଡିବାରୁ ଲିଲୁ ଗୁରୁତର ଆହତ ହୋଇ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତୀ ହୋଇ ପ୍ରାଥମିକ ଚିକିତ୍ସା ପରେ ଫୁଲବାଣୀ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇ ଥିଲା l ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ l
Related Content
ତୋ ଛଡ଼ା ମୋ କେହି ନାହିଁ ' ଭଜନ ଶ୍ରୋତାର୍ପଣ
by
Proprietor Abhimanyu Maharana
August 4, 2026
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ
by
Proprietor Abhimanyu Maharana
August 4, 2026
ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର
by
Proprietor Abhimanyu Maharana
August 4, 2026
ଜାତୀୟ ସ୍ତରର ପ୍ରତିଯୋଗିତାରେ ଓଡ଼ିଶା ପୋଲିସ କ୍ରୀଡାବିତଙ୍କ ଚମକ : କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି
by
Proprietor Abhimanyu Maharana
August 4, 2026
କ୍ରୀଡ଼ା କ୍ଷେତ୍ରରେ ମିଳିମିଶି କାମ କରିବେ ଓଡ଼ିଶା ଓ ବିହାର; ବିହାର କ୍ରୀଡ଼ା ମନ୍ତ୍ରୀଙ୍କ ଚାରିଦିନିଆ ଓଡ଼ିଶା ଗସ୍ତ ଉଦ୍ଯାପିତ
by
Proprietor Abhimanyu Maharana
August 4, 2026
ରାଷ୍ଟ୍ରପତି ଭବନ ରେ ସ୍ଥାପିତ ହେବ ୩ ରଥ ର ତିନୋଟି ଚକ
by
Proprietor Abhimanyu Maharana
August 4, 2026