କୁଟିଗୁଡାରେ ବାଇକ ଦୁର୍ଘଟଣା ଗ୍ରସ୍ତ : ଯୁବକ ମୃତ

ସ୍ଥାନୀୟ ଲୋକଙ୍କ ସୂଚନା ଅନୁସାରେ, ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି । ସକାଳେ ଘଟଣା ସ୍ଥଳରେ ଏକ ନମ୍ବର ବିହୀନ ନୂଆ ଗାଡି ପଡିଥିବା ଏବଂ ଚାଳକଙ୍କ ମୃତ୍ୟୁ ହୋଇଥିବା ଦେଖିବାକୁ ପାଇ ଲୋକେ ସାରଙ୍ଗଡ଼ ଥାନାରେ ଖବର ଦେଇଥିଲେ। ପୁଲିସ ପହଞ୍ଚି ମୃତଦେହ ଜବତ ପରେ ବ୍ୟବଚ୍ଛେଦ ପାଇଁ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଥିବା ଜଣାପଡିଛି ।
Related Content
କ୍ରୀଡ଼ା କ୍ଷେତ୍ରରେ ମିଳିମିଶି କାମ କରିବେ ଓଡ଼ିଶା ଓ ବିହାର; ବିହାର କ୍ରୀଡ଼ା ମନ୍ତ୍ରୀଙ୍କ ଚାରିଦିନିଆ ଓଡ଼ିଶା ଗସ୍ତ ଉଦ୍ଯାପିତ
by
Proprietor Abhimanyu Maharana
August 4, 2026
ରାଷ୍ଟ୍ରପତି ଭବନ ରେ ସ୍ଥାପିତ ହେବ ୩ ରଥ ର ତିନୋଟି ଚକ
by
Proprietor Abhimanyu Maharana
August 4, 2026
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ
by
Proprietor Abhimanyu Maharana
August 4, 2026
କବି ଜୟଦେବ ଜାତୀୟ କବିଭାବେ ସାହିତ୍ୟ ଜଗତରେ ପରିଚିତ
by
Proprietor Abhimanyu Maharana
August 4, 2026
ପାରଳା ଆଇଆଇସିଙ୍କ କାର୍ଯ୍ୟଦକ୍ଷତା : ୫ ଲକ୍ଷ ଲୁଟି ନେଇଥିବା ଲୁଟେରାକୁ ୪୦ ମିନିଟରେ ଗିରଫ କଲେ
by
Proprietor Abhimanyu Maharana
August 4, 2026
ଗୋଷାଣୀ ବ୍ଲକ ଗ୍ରାମପଞ୍ଚାୟତ ଉନ୍ନୟନ ଅଧିକାରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା
by
Proprietor Abhimanyu Maharana
August 4, 2026