Home ଓଡ଼ିଶା ଏକାମ୍ର ପ୍ରତିଭା ରତ୍ନ ସମ୍ମାନ ରେ ସମ୍ମାନୀତ ହେଲେ ପ୍ରସିଦ୍ଧ ଓଡ଼ିଶୀ ନୃତ୍ୟ ଶିଳ୍ପୀ ଶ୍ରୀୟାଶ୍ରୀ ପତି by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୧୭ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ପାରଳାଖେମୁଣ୍ଡି :- ଓଡିଶାର ଲୋକପ୍ରିୟ ନୃତ୍ୟ ଓଡିଶୀ। ଖାଲି ଓଡିଶା, ନୁହେଁ ଓଡିଶା ବାହାରର ବିଭିନ୍ନ ସ୍ଥାନରେ ଏବେ ଏହି ନୃତ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। ଏହି ନୃତ୍ୟ କେବଳ ଗୋଟେ ନୃତ୍ୟ ନୁହେଁ ଏହା ଏକ ସାଧନା। ଆଉ ଏହି ସାଧନା କରୁଥିବା ନୃତ୍ୟଶିଳ୍ପୀ ମାନେ ନିଜର ନୃତ୍ୟ ମାଧ୍ୟମରେ ବିଭିନ୍ନ ଭଙ୍ଗୀ ପ୍ରଦର୍ଶନ କରିଥାନ୍ତି। ଦୀର୍ଘ ବହୁ ବର୍ଷ ହେଲା ଏହି ନୃତ୍ୟ ସାଧନା କରି ଚର୍ଚ୍ଚାରେ ଭୁବନେଶ୍ଵର ର ଝିଅ ଅନ୍ତର୍ଜାତିକ ନୃତ୍ୟଶିଳ୍ପୀ ଶ୍ରୀୟାଶ୍ରୀ ପତି।ଅନ୍ତର୍ଜାତିକ ନୃତ୍ୟଶିଳ୍ପୀ ଶ୍ରୀୟାଶ୍ରୀ ପତି ଙ୍କୁ ଓଡ଼ିଶା ର ଅଗ୍ରଣୀ ସଂଗଠନ ହାପି ମୁମେଣ୍ଟସ୍ ତରଫରୁ ଆୟୋଜିତ ଆନ୍ତର୍ଜାତିକ ପୁରସ୍କାର ସମାରୋହ ରେ ଏକାମ୍ର ପ୍ରତିଭା ରତ୍ନ ସମ୍ମାନ ରେ ସମ୍ମାନୀତ କରାଯାଇଛି। କାର୍ଯ୍ୟକ୍ରମ ଟି ଓଡ଼ିଶା ରାଜଧାନୀ ଭୁବନେଶ୍ଵର ସ୍ଥିତ ଜୟଦେବ ଭବନ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ଭୁବନେଶ୍ଵର ଏକାମ୍ର ବିଧାୟକ ବାବୁ ସିଂହ,ଭୁବନେଶ୍ବର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଅର୍ଜ୍ଜୁନ ପୁରସ୍କାର ପ୍ରାପ୍ତ ମିନତୀ ମହାପାତ୍ର, ହାପି ମୁମେଣ୍ଟସ୍ ଇଣ୍ଡିଆ ର ମୁଖ୍ୟ ରାଜେନ୍ଦ୍ର ପଣ୍ଡା, ପଦ୍ମଶ୍ରୀ ଦେବୀ ପ୍ରସନ୍ନ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି ସମ୍ମାନିତ କରିଥିଲେ। Categories: ଓଡ଼ିଶା, ଗଜପତି, ହୋମ୍ Related Content ରାଜ୍ୟ ସ୍ତରୀୟ ‘ଆଙ୍ଗନ୍ କା ଉତ୍ସବ’ ଓ ୯ମ ରାଷ୍ଟ୍ରୀୟ ପୋଷଣ ମାସ ପାଳନ ଉତ୍ସବରେ ଯୋଗଦେଲେ - ମୁଖ୍ୟମନ୍ତ୍ରୀ by Proprietor Abhimanyu Maharana September 30, 2026 ଶ୍ରୀ ଲକ୍ଷ୍ମୀଧର ବିଶୋଇଙ୍କ ପରଲୋକରେ ସାରା କୁମ୍ଭାରପଡ଼ାରେ ଶୋକର ଛାୟା by Proprietor Abhimanyu Maharana September 29, 2026 ନୟାଗଡ଼ ମ୍ୟୁନିସ୍ ପାଲ୍ ଟି, ସ୍ୱାସ୍ଥ୍ୟ ସେବା ପରୀକ୍ଷା ଶିବିର ୧୪୨ ଜଣ ସଫେଇ କର୍ମଚାରୀ ସାମିଲ by Proprietor Abhimanyu Maharana September 29, 2026 "ଜାତିର ସ୍ୱର" ର ୬ଷ୍ଠ ବାର୍ଷିକୋତ୍ସବ ପାଳନ by Proprietor Abhimanyu Maharana September 29, 2026 ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ by Proprietor Abhimanyu Maharana September 29, 2026 ଐତିହାସିକ ବାଲିଯାତ୍ରା-୨୦୨୬ ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ପ୍ରସ୍ତୁତି ଜୋରଦାର,୮୦ ଟି ଖାଦ୍ୟ ଷ୍ଟଲ ବ୍ୟବସ୍ଥା by Proprietor Abhimanyu Maharana September 29, 2026