Home ଓଡ଼ିଶା ରଥନିର୍ମାଣ ପାଇଁ ଫାସୀକାଠ ଦାତା ଙ୍କୁ ସମ୍ବର୍ଦ୍ଧିତ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ୧୮ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ପୁରୀ :- ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ବିରଳ ଫାଶି କାଠ ସ୍ବଇଚ୍ଛାରେ ଦାନ କରିଥିବା ଦାତାମାନଙ୍କୁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସମ୍ବର୍ଦ୍ଧିତ କରାଯାଇଛି । ପୁରୀ ନୀଳାଦ୍ରି ଭକ୍ତ ନିବାସ ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ ୨୦୨୩ ଏବଂ ୨୦୨୪ ବର୍ଷର ୮୬ ଜଣ ଫାଶି କାଠ ଦାତାଙ୍କୁ ଗଜପତି ମହାରାଜା ଦିବ୍ୟସିଂହ ଦେବ ଏବଂ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସମ୍ବର୍ଦ୍ଧିତ କରିଛନ୍ତି। Categories: ଓଡ଼ିଶା, ପୁରୀ, ହୋମ୍ Related Content ସାମ୍ବାଦିକ ଭବନରେ ମେଗା ରକ୍ତଦାନ ଶିବିର, ୯୩ ୟୁନିଟ୍ ସଂଗୃହିତ by Proprietor Abhimanyu Maharana August 6, 2026 ରାଜ୍ୟ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଏକ ଚାରି ଦଫା ସମ୍ବଳିତ ଦାବୀ ପତ୍ର by Proprietor Abhimanyu Maharana August 6, 2026 ଏ.ବି.ପି.ଏମ୍.ଜେ.ଏ.ୱାଇ - ଜି.ଜେ. ଏ.ୱାଇରେ ଓଡ଼ିଶାବାସୀଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀ କ୍ୟାନସର ଚିକିତ୍ସା ଅଭିଯାନ ଅଧିନରେ ଅଧିକ 91 ଟି ପ୍ୟାକେଜ ସାମିଲ by Proprietor Abhimanyu Maharana August 5, 2026 ଡାକ୍ତର ଙ୍କ ଲୋଗ ଲଗାଇ ଗଞ୍ଜେଇ ଚାଲାଣ, ୩୨ କେଜି ଗଞ୍ଜେଇ ଜବତ ୬ ଗିରଫ by Proprietor Abhimanyu Maharana August 5, 2026 କମିଶନରେଟ ପୋଲିସ ତରଫରୁ ରିଲିଫ୍ ବଣ୍ଟନ by Proprietor Abhimanyu Maharana August 5, 2026 ଆଦିବାସୀଙ୍କ ୯୫୦ ଏକର ଜମିକୁ ବେଆଇନ୍ ଭାବେ ଡାଲମିଆ କମ୍ପାନୀ ଓ ପ୍ରଶାସନ କରିଥିବା ଚଞ୍ଚକତାକୁ ଦୃଢ଼ ନିନ୍ଦା - ଆପ୍ ସାଂସଦ ଶ୍ରୀ ସଞ୍ଜୟ ସିଂ by Proprietor Abhimanyu Maharana August 5, 2026