୧୮ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ପୁରୀ :- ସ୍ବର୍ଗଦ୍ବାର ରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଡା ଦେବେନ୍ଦ୍ର ପ୍ରଧାନ ଙ୍କ ରାଷ୍ଟ୍ରୀୟ ମର୍ଯ୍ୟାଦା ର ସହ ଶେଷକୃତ୍ୟ ସମ୍ପର୍ଣ୍ଣ ହୋଇଛି।ସ୍ବର୍ଗତ ପ୍ରଧାନ ଙ୍କ ଙ୍କ ବଡ ପୁଅ ସୌମେନ୍ଦ୍ର ପ୍ରଧାନ ମୁଖାଗ୍ନି ଦେଇଥିବା ବେଳେ ସାନ ପୁଅ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ।ପରିବାରର ଅନ୍ୟ ସଦସ୍ୟ ମାନେ ମଧ୍ୟଶେଷକୃତ୍ୟ ରେ ଉପସ୍ଥିତ ଥିଲେ।

