୧୮ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ବନଖଣ୍ଡ ଡ଼ିଏଫଓ ବିଶ୍ୱରାଜ ପଣ୍ଡା ଙ୍କ ନିର୍ଦ୍ଦେଶ କ୍ରମେ ରେଞ୍ଜର ହରିହର ବେହେରାଙ୍କ ପ୍ରତକ୍ଷ୍ୟ ତତ୍ୱାବଧାନରେ ଫରେଷ୍ଟର ଯୋଗେଶ୍ୱର ଧାରୁଆ ଇନଚାର୍ଜ ଫରେଷ୍ଟର ସନ୍ତୋଷ କୁମାର ପଟ୍ଟନାୟକଙ୍କ ନେତୃତ୍ୱରେ ସମସ୍ତ ବିଟ ଫରେଷ୍ଟର ଗାର୍ଡ ଙ୍କ ଉପସ୍ଥିତିରେ ବ୍ରାହ୍ମଣୀ ଗାଁ ବନାଞ୍ଚଳ ର ଗଦାପୁର ସେକ୍ସନ ର ଶ୍ରମୁଲି ଓ କାଟିଙ୍ଗିଆ ସେକ୍ସନ ର ମିଞ୍ଜାପାଙ୍ଗା ଗାଁ ରେ ବାନାଗ୍ନୀ ନିରାକରଣ ପାଇଁ ବନ ବିଭାଗ ର ଅଭିନଵ ପ୍ରୟାସ ଆରମ୍ଭ କରିଛି l ବନାଗ୍ନୀ ରୋକିବାକୁ ଖରାଦିନ ପୂର୍ଵରୁ ଆଗୁଆ ପଦକ୍ଷେପ ନେଉଛି ବନବିଭାଗ l

