ପଡିଆରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ଜିଲ୍ଲାପାଳ ଏହି ଅଭିଯୋଗ ଗୁଡିକୁ ଶୁଣିବା ସହ ଜିଲ୍ଲାପାଳ ଶ୍ରୀ ପାଟିଲ ତୁରନ୍ତ ଏ ଦିଗରେ ପଦେକ୍ଷପ ଗ୍ରହଣ କରିବାକୁ ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲାପାଳଙ୍କ ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲା ଏସପି ବିନୋଦ ପାଟିଲ, ଉପଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ, ପଡିଆ ବ୍ଲକ ଅଧ୍ୟକ୍ଷା ଯମୁନା ମୂଷାକୀ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଓ ପଡିଆ ବ୍ଲକର ବିଭିନ୍ନ ଅଞ୍ଚଳର ଜନ ପ୍ରତିନିଧି ମାନେ ଉପସ୍ଥିତ ଥିଲେ ।
- Categories: ଓଡ଼ିଶା, ମାଲକାନଗିରି, ହୋମ୍
Related Content
ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ
by
Proprietor Abhimanyu Maharana
July 27, 2026
କ୍ରମ୍ପଟନ ପମ୍ପ୍ସ୍ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା
by
Proprietor Abhimanyu Maharana
July 27, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁଲାଇ ମାସର ସାରସ୍ୱତ ଆସର ଅବସରରେ ବର୍ଷା ପାଇଁ କବିତା
by
Proprietor Abhimanyu Maharana
July 27, 2026
ଆଜି ନୀଳକନ୍ଦର କୁ ବିଜେ କରିବେ ନୀଳାଦ୍ରୀନାଥ ମହାଲକ୍ଷ୍ମୀ ଙ୍କୁ ରସଗୋଲା ଦେଇ ମାନଭଞ୍ଜନ
by
Proprietor Abhimanyu Maharana
July 27, 2026
ଛାତ୍ରଛାତ୍ରୀଙ୍କ ଇଂଡକ୍ସନ କାର୍ଯ୍ୟକ୍ରମ
by
Proprietor Abhimanyu Maharana
July 27, 2026
ଧ୍ୟାନକୁଦ ପୀଠରେ ଶ୍ରୀଜିୟୁ ମାନଙ୍କ ନୀଳାଦ୍ରି ବିଜେ
by
Proprietor Abhimanyu Maharana
July 27, 2026