
୨୦ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ଫୁଲବାଣୀ :- କନ୍ଧମାଳ ଜିଲ୍ଲାରେ ପ୍ରଥମ ଥର ପାଇଁ କନ୍ଧମାଳ ଜିଲ୍ଲା ମିଡ଼ିଆ ଫୋରମ ପକ୍ଷରୁ ମାଗଣା ଦନ୍ତ ଚିକିତ୍ସା ଶିବିର ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପ ଠାରେ ସଂଘ ସଭାପତି ଡ଼ଃ ସୂର୍ଯ୍ୟ ନାରାୟଣ ବେହେରା ଓ ସମ୍ପାଦକ ଶିବ ବିଶ୍ୱାଳଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିଲା l ଏହି ଶିବିର କୁ କନ୍ଧମାଳ ଜିଲ୍ଲାର ଯୋଗ ଦେଇ ଶିବିରକୁ ଜିଲ୍ଲା ସ୍ୱାସ୍ଥ୍ୟ ମୁଖ୍ୟ ଚିକିତ୍ସା ଅଧିକାରୀ ସନ୍ତୋଷ କୁମାର ପାଢ଼ୀ ଶୁଭ ଉଦଘାଟନ କରିଥିଲେ l

