Home ଅପରାଧ ୧୮ ଲିଟର ମଦ ଜବତ : ଦୁଇ ମହିଳା ଗିରଫ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ଦଶପଲ୍ଲା (ଓଡ଼ିଶା ତାଜା ନ୍ୟୁଜ୍) :- ଦଶପଲ୍ଲା ଅବକାରୀ ପୋଲିସଅଧିକାରୀ ଭବାନୀ ବେହେରା ଏବଂ ଟିମ୍ ପକ୍ଷରୁ ଭିନ୍ନ ଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୧୮ ଲିଟର ଦେଶୀ ମହୁଲି ମଦ ଜବତ କରାଯାଇଥିବା ବେଳେ ଏଥିରେ ସମ୍ପୃକ୍ତ ଦୁଇ ଜଣ ମହିଳା ଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ଗିରଫ ମହିଳା ହେଉଛନ୍ତି ସ୍ଥାନୀୟ ଖମାରସାହି ପଞ୍ଚାୟତ ର ସୁବଳୟା ଗ୍ରାମର ତପୋଇ ଦାସ ଓ ମଧ୍ୟଖଣ୍ଡ ଗ୍ରାମର ସନ୍ଧ୍ୟା ସାହୁ ବୋଲି ଦଶପଲ୍ଲା ଅବକାରୀ ଥାନା ରୁ ଜଣାପଡିଛି । ଅବକାରୀ ପୋଲିସ ପକ୍ଷରୁ ପେଟ୍ରୋଲିଙ୍ଗ ଚାଲିଥିବା ବେଳେ ଏହି ଦୁଇ ମହିଳା ଚୋରାରେ ଏହି ଦେଶୀ ମହୁଲି ମଦ ବିକ୍ରୟ କରୁଥିଲେ । ଏହି ଘଟଣାରେ ଅବକାରୀ ପୋଲିସ ପକ୍ଷରୁ ଦୁଇଟି ମାମଲା ରୁଜୁ କରାଯାଇ ଉଭୟ ତପୋଇ ଓ ସନ୍ଧ୍ୟା କୁ ଗିରଫ କରାଯାଇ କୋର୍ଟ ଚାଲାଣ କରିଥିବା ବେଳେ ଅଧିକ ତଦନ୍ତ ଜାରି ରହିଛି । Categories: ଅପରାଧ, ନୟାଗଡ଼ ନିଉଜ୍, ହୋମ୍ Related Content ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ by Proprietor Abhimanyu Maharana July 27, 2026 କ୍ରମ୍ପଟନ ପମ୍ପ୍ସ୍ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା by Proprietor Abhimanyu Maharana July 27, 2026 ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁଲାଇ ମାସର ସାରସ୍ୱତ ଆସର ଅବସରରେ ବର୍ଷା ପାଇଁ କବିତା by Proprietor Abhimanyu Maharana July 27, 2026 ଆଜି ନୀଳକନ୍ଦର କୁ ବିଜେ କରିବେ ନୀଳାଦ୍ରୀନାଥ ମହାଲକ୍ଷ୍ମୀ ଙ୍କୁ ରସଗୋଲା ଦେଇ ମାନଭଞ୍ଜନ by Proprietor Abhimanyu Maharana July 27, 2026 ଛାତ୍ରଛାତ୍ରୀଙ୍କ ଇଂଡକ୍ସନ କାର୍ଯ୍ୟକ୍ରମ by Proprietor Abhimanyu Maharana July 27, 2026 ଧ୍ୟାନକୁଦ ପୀଠରେ ଶ୍ରୀଜିୟୁ ମାନଙ୍କ ନୀଳାଦ୍ରି ବିଜେ by Proprietor Abhimanyu Maharana July 27, 2026