Home ଓଡ଼ିଶା କଳାକାର ବୈକୁଣ୍ଠ ସାହୁଙ୍କର ଦେହ ହଠାତ ମଞ୍ଚ ଉପରେ ଖରାପ – ଅକାଳ ମୃତ୍ୟୁରେ ସମଗ୍ର ଗ୍ରାମରେ ଶୋକାକୁଳ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ କୁଡୁତୁଲି ପଞ୍ଚାୟତରେ ଯଜ୍ଞ ପାଇଁ ଗ୍ରାମର ଯୁବକ ସଂଘ ପକ୍ଷରୁ ସଂପୂର୍ଣ୍ଣ ରାମାୟଣ ନାଟକ ଚାଲିଥିବା ବେଳେ ନାଟକର ମନ୍ଥରା ଅଭିନୟ କରୁଥିବା କଳାକାର ବୈକୁଣ୍ଠ ସାହୁଙ୍କର ଦେହ ହଠାତ ମଞ୍ଚ ଉପରେ ଖରାପ ହେବାରୁ ଯୁବକ ସଂଘ ସଦସ୍ୟ ମାନେ ସଙ୍ଗେ ସଙ୍ଗେ କ.ନୂଆଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ଆଣିଥିଲେ, ହେଲେ ସେଠାରେ କଳାକାର ବୈକୁଣ୍ଠଙ୍କୁ ଡାକ୍ତର ମୃତ୍ୟୁ ଘୋଷଣା କରିଥିଲେ l ଏହି କଳାକାରଙ୍କ ଅକାଳ ମୃତ୍ୟୁରେ ସମଗ୍ର ଗ୍ରାମରେ ଶୋକାକୁଳ ପରିବେଶ ଦେଖିବାକୁ ମିଳିଥିବା ବେଳେ ନାଚକୁ ବନ୍ଦ କରାଯାଇଥିଲା l Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content ବରିଷ୍ଠ ସାମ୍ବାଦିକ ସୁବ୍ରତ ମହାନ୍ତିଙ୍କ ବିୟୋଗରେ ଶ୍ରଦ୍ଧାଞଳି ଓ ଶୋକସଭା by Proprietor Abhimanyu Maharana September 29, 2026 ଫୁଲବାଣୀ କରୋନେସନ୍ ପଡ଼ିଆରେ ପୁରୀ ଉପକୂଳ ମାରାଥନ୍ ପ୍ରୋମୋ ରନ୍ ଅନୁଷ୍ଠିତ by Proprietor Abhimanyu Maharana September 28, 2026 କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା by Proprietor Abhimanyu Maharana September 28, 2026 ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ by Proprietor Abhimanyu Maharana September 28, 2026 ଏମ୍ ଏମ୍ ଡି ଆର ସଂଶୋଧନ ବିରୋଧରେ ବିଜେଡିର ବିକ୍ଷୋଭ by Proprietor Abhimanyu Maharana September 28, 2026 କାଶୀନଗର ବ୍ଲକ କେ.ସିତପୁରରେ ଗ୍ରାମ ଠାରେ ମାଇ ଭାରତ ଗଜପତି ପକ୍ଷରୁ ଚିକିତ୍ସା ଶିବିର ଅନୁଷ୍ଠିତ by Proprietor Abhimanyu Maharana September 28, 2026