ଦକ୍ଷିଣ ପୁର୍ବ ରେଳବାଇର ଜି.ଏମ ପରମେଶ୍ବର ପଂଖଓ୍ବାଲଙ୍କ ପାରଳାଖେମୁଣ୍ଡି ରେଳଷ୍ଟେସନ ପରିଦର୍ଶନ

ସହ ନୌପଡା-ପାରଳାଖେମୁଣ୍ଡି-ଗୁଣୁପୁର ମଧ୍ୟରେ ଥିବା ଷ୍ଟେସନ୍ ଗୁଡିକର ଉନ୍ନତିକରଣ ଏବଂ ଏହି ପଥରେ ପ୍ରଥମେ ଚାଲୁ ରହିଥିବା ଟ୍ରେନ୍ ଗୁଡିକ ସଠିକ୍ ସମୟରେ ଯାତାୟତ କରିବା ଏବଂ ବେଗ ବଢାଇବା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଉଛି । ଭାରତ ଯୋଜନାରେ ସାମିଲ ହୋଇ ନିର୍ମାଣ କାର୍ଯ୍ୟ ଚାଲିଥିବା ରେଳଷ୍ଟେସନ ମଧ୍ୟରେ ପାରଳାଖେମୁଣ୍ଡି ରେଳଷ୍ଟେସନର କାର୍ଯ୍ୟ ଅଧିକ ଅଗ୍ରଗତି ହୋଇଛି , ଯଥାଶୀଘ୍ର ଏହାର ଉଦଘାଟନ କରାଯିବ ।
Related Content
ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା
by
Proprietor Abhimanyu Maharana
June 30, 2026
Historic Milestone : Dhamra Port Sets Double National Record in Dry Bulk Cargo
by
Proprietor Abhimanyu Maharana
June 30, 2026
ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼
by
Proprietor Abhimanyu Maharana
June 30, 2026
ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର
by
Proprietor Abhimanyu Maharana
June 30, 2026
ସାମ୍ବାଦିକ ଅଶୋକ ଭୋଇ ଙ୍କ ଅକାଳ ବିୟୋଗ ରେ ଶୋକସଭା
by
Proprietor Abhimanyu Maharana
June 30, 2026
କଣ୍ଟାବାଞ୍ଜି ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ଉତ୍ସବ ସମ୍ପନ୍ନ
by
Proprietor Abhimanyu Maharana
June 30, 2026