ବ୍ରହ୍ମଗିରି (ଓଡ଼ିଶା ତାଜା ନ୍ୟୁଜ୍) :- ଏପ୍ରିଲ ୨ ବୁଧବାର ଦିନ ରାଜ୍ୟ ସରକାରଙ୍କ ତରଫରୁ ସାରା ରାଜ୍ୟରେ ଥିବା ସମସ୍ତ ପ୍ରାଥମିକ ବିଦ୍ୟାଳୟରେ ଶିଶୁ ବଟିକା ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ନୀତି ଅନୁଷ୍ଠିତ ହୋଇଯାଇଛି । ଏଥି ସହିତ ଜାତୀୟ ଶିକ୍ଷାନୀତି ୨୦୨୦ ଅନୁଯାଇ ପ୍ରଥମ ଥର ରାଜ୍ୟରେ ଶିଶୁ ବଟିକା ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ନୀତି ବ୍ୟପକ ଭାବରେ ପାଳନ କରାଯାଇଛି ।
