ବରଗଡ ସାଂସଦଙ୍କୁ ଜନ୍ମ ଦିନର ଶୁଭେଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ଯ ଶ୍ରୀ ପୁରୋହିତଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜ୍ଞାପନ କରିଛନ୍ତି । ଏତଦବ୍ୟତୀତ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କେ ଭି ସିଂ ଦେଓ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ସମେତ ଓଡ଼ିଶା ମନ୍ତ୍ରୀ ମଣ୍ଡଳର ଅନେକ ମନ୍ତ୍ରୀ,ବିଧାୟକ,ଅନେକ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତଙ୍କୁ ଜନ୍ମ ଦିନର ଶୁଭେଚ୍ଛା ବାର୍ତ୍ତା ଜଣାଇଛନ୍ତିି ।
Related Content
ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ
by
Proprietor Abhimanyu Maharana
June 12, 2026
ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ
by
Proprietor Abhimanyu Maharana
June 12, 2026
ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ
by
Proprietor Abhimanyu Maharana
June 12, 2026
ଗଜପତି ଜିଲ୍ଲାର ମହେନ୍ଦ୍ରଗିରି ଶିଖରରେ ଠାରେ ୯ ଦିନ ଧରି ଆୟୋଜିତ ମହେନ୍ଦ୍ରମେଳା ଉଦଯାପିତ
by
Proprietor Abhimanyu Maharana
June 12, 2026
ପାରଳାଖେମୁଣ୍ଡି ଠାରେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ସଚେତନତା ପଦଯାତ୍ରା ଅନୁଷ୍ଠିତ
by
Proprietor Abhimanyu Maharana
June 12, 2026