ଶ୍ରୀରାମ ମନ୍ଦିର,ବାନ୍ଧନଘୋରରେ ଶ୍ରୀରାମ ନବମୀ ଉତ୍ସବ

କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ଟ୍ରଷ୍ଟର ଚେୟାରମ୍ୟାନ ମଳୟ ଆନନ୍ଦ କୁମାର ତ୍ରିପାଠୀ । ସହଯୋଗ କରିଥିଲେ ମୁଖ୍ୟ ପରିଚାଳନା ଟ୍ରଷ୍ଟି ମନ୍ମୟ ଆନନ୍ଦ କୁମାର ତ୍ରିପାଠୀ । ଏହା ସହିତ ସୁରେଶ ବୁଡେକ,ସତ୍ୟ ଗହୀର,ଚିଙ୍କୁ ପ୍ରଧାନ ଶ୍ରୀମୟ ତ୍ରିପାଠୀ ମଧ୍ୟ ସକ୍ରିୟ ଅଂଶ ଗ୍ରହଣ କରିଥିଲେ । ପ୍ରକାଶ ଥାଉକି ଗତ ଛଅ ବର୍ଷ ହେଲା ମନ୍ଦିର ପ୍ରତିଷ୍ଠା ହେବା ଦିନ ଠାରୁ ଏହି ଉତ୍ସବ ପାଳନ ହୋଇ ଆସୁଛି ।
Related Content
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ
by
Proprietor Abhimanyu Maharana
September 20, 2026
ନକଲି ଏମ୍ଭିଆଇ ଅଧିକାରୀ ଗିରଫ
by
Proprietor Abhimanyu Maharana
September 20, 2026
ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା
by
Proprietor Abhimanyu Maharana
September 20, 2026
ଜନଭାଗିଦାରୀ ରେ ସ୍ବଛତା ଦୀର୍ଘସ୍ଥାୟୀ : ଉପ ମୁଖ୍ୟମନ୍ତ୍ରୀ
by
Proprietor Abhimanyu Maharana
September 20, 2026
ଆଶ୍ରୟ ପକ୍ଷରୁ ସମୁଦ୍ରକୂଳ ସଫେଇ ଓ ସଚେତନତା କାର୍ଯ୍ୟକ୍ରମ
by
Proprietor Abhimanyu Maharana
September 20, 2026
କଣ୍ଟାବାଞ୍ଜି, ବିଶ୍ଵକର୍ମା ପୂଜାଭଷାଣି
by
Proprietor Abhimanyu Maharana
September 20, 2026