ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) :- ନୟାଗଡ଼ ଜିଲ୍ଲା ଦୌରାଜଜ୍ ତଥା ଆଇନ୍ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶରେ ଏବଂ ସଚିବ ଅଞ୍ଜଳୀ ମଛଖଣ୍ଡଙ୍କ ତତ୍ୱାବଧାନରେ ବନଖଣ୍ଡ ଅଧିକାରିଣୀ କ୍ଷମା ଷଡ଼ଙ୍ଗୀଙ୍କ ସମ୍ମତିରେ ନୟାଗଡ଼ ଜିଲାର ସମସ୍ତ ବନବିଭାଗ ଅଧିକାରୀମାନଙ୍କୁ ନେଇ ଜିଲା ଆଇନସେବା ପ୍ରାଧିକରଣ ନୟାଗଡ଼ଙ୍କ ତରଫରୁ ଜିଲା ବନବିଭାଗ ସମ୍ମିଳନୀ କକ୍ଷରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି ।

