କେନ୍ଦ୍ରାପଡ଼ା (ଓଡ଼ିଶା ତାଜା ନ୍ୟୁଜ୍) :- ପୁରୀରେ ମହିଳା ସାମ୍ବାଦିକା ଙ୍କୁ ଆକ୍ରମଣ ଘଟଣାରେ କେନ୍ଦ୍ରାପଡ଼ା SUJ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କ ଉଦେଶ୍ୟରେ ଜିଲ୍ଲାପାଳ ଙ୍କୁ ଦାବିପତ୍ର। ଗତ ରବିବାର ପୁରୀରେ ବଡ଼ ଖବରର ସାମ୍ବାଦିକାଙ୍କୁ ହୋଇଥିବା ଆକ୍ରମଣ ଘଟଣାରେ ଆଜି ରାଜ୍ୟ ସାମ୍ବାଦିକ ସଂଘ (SUJ) କେନ୍ଦ୍ରାପଡ଼ା ଜିଲ୍ଲା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଜିଲ୍ଲାପାଳଙ୍କ ଜରିଆରେ ଦାବିପତ୍ର ପ୍ରଦାନ କରାଗଲା l

