ରାମନାଗୁଡା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ୨୪ତମ ବାର୍ଷିକ ଉତ୍ସବଅନୁଷ୍ଠିତ

ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହ ପରିଚାଳନା କମିଟି ସଦସ୍ୟ ସହଯୋଗ କରିଥିଲେ।। ଏହି କାର୍ଯ୍ୟକ୍ରମ କୁ ଗୁରୁମା କାମିନୀ କରମଞ୍ଚ ପରିଚାଳନା କରିଥିବା ବେଳେ ଅନୁଷ୍ଠାନ ର ସମସ୍ତ ଗୁରୁଜୀ, ଗୁରୁମା ,ମାଉସୀ ପ୍ରମୁଖ ସହଯୋଗ କରିଥିଲେ।କାର୍ଯ୍ୟକ୍ରମ ପରିଶେଷରେ ସମାଜସେବୀ ତଥା ଅନୁଷ୍ଠାନ ର ପୂର୍ବତନ ପରିଚାଳନା ସମିତି ସଦସ୍ୟ ପାତ୍ରୀ ବେଣୁ ଗୋପାଳ ଧନ୍ୟବାଦ ଅର୍ପଣ କରି ସଭାସାଙ୍ଗ କରିଥିଲେ।
Related Content
ନିପୁଣ ଓଡ଼ିଶା ଓ ଉଲ୍ଲାସ କାର୍ଯ୍ୟକ୍ରମ ର ଲକ୍ଷ୍ୟ ବର୍ଣ୍ଣନା କଲେ ବ୍ଲକ୍ ଶିକ୍ଷା ଅଧିକାରୀ
by
Proprietor Abhimanyu Maharana
September 11, 2026
ବାର୍ଷିକ ବିଜ୍ଞାନମେଳା ଓ କଣ୍ଢେଇ ମେଳା ଅନୁଷ୍ଠିତ : ୧୬୦ ପ୍ରକଳ୍ପରେ ଝଲସିଲା କୁନି ବୈଜ୍ଞାନିକଙ୍କ ପ୍ରତିଭା
by
Proprietor Abhimanyu Maharana
September 11, 2026
ନୟାଗଡ଼ ଜିଲ୍ଲା ସଡ଼କ ସୁରକ୍ଷା ଓ ହାଇୱେ ସେଫଟୀ ଟାସ୍କଫୋର୍ସ ବୈଠକ
by
Proprietor Abhimanyu Maharana
September 11, 2026
ନୟାଗଡ ଜିଲ୍ଲାର ଦ୍ୱିତୀୟ ବରିଷ୍ଠ ତୀର୍ଥଯାତ୍ରୀ ଯୋଜନା ଶୁଭାରମ୍ଭ
by
Proprietor Abhimanyu Maharana
September 11, 2026
ଜିଲ୍ଲା ଉପନିବନ୍ଧକ କାର୍ଯ୍ୟାଳୟର ଲୋକାର୍ପଣ ଉତ୍ସବ
by
Proprietor Abhimanyu Maharana
September 11, 2026
ବିଜୁ ଜନତା ଦଳ କାର୍ଯ୍ୟାଳୟରେ ଶ୍ରଦ୍ଧାଞ୍ଜଳୀ ସଭା
by
Proprietor Abhimanyu Maharana
September 11, 2026