କନ୍ଧମାଳ (ଓଡ଼ିଶା ତାଜା ନ୍ୟୁଜ୍) :- ସମଗ୍ର କନ୍ଧମାଳ ଜିଲ୍ଲାରେ ଚାଲିଛି ତେର ଦିନିଆ ଦଣ୍ଡଯାତ୍ରା l ବାଲିଗୁଡା ର ମାଆ ଦକ୍ଷିଣକାଳୀ ଦଣ୍ଡନୃତ୍ୟ କମିଟି ପକ୍ଷରୁ ଚଳିତ ବର୍ଷ ବାଲିଗୁଡା ର ବିଭିନ୍ନ ୱାର୍ଡ ର କାମନାକାରୀ ଙ୍କ ଘରକୁ ମାଆ ବିରାଜମାନ କରି ଦଣ୍ଡଯାତ୍ରା ଅନୁଷ୍ଠିତ ହେଉଛି l ବାଲିଗୁଡା ଅଞ୍ଚଳର ଏହି ସର୍ବ ପୁରାତନ ଦଣ୍ଡନାଚ ଦେଖିବା କୁ ଭକ୍ତ ଶ୍ରଦ୍ଧାଳୁ ଦର୍ଶକ ଙ୍କ ଭିଡ଼ ଜମୁଛି l

