ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଆରକ୍ଷି ଅଧିକାରୀ ରାମେନ୍ଦ୍ର ପ୍ରସାଦଙ୍କ ନିର୍ଦେଶ କ୍ରମେ ବାଲିଗୁଡା ସହରରେ ମୋଟସାଇକେଲ ଚାଳକଙ୍କ ନିମନ୍ତେ ଏକ ସଚେତନତା ଶୋଭାଯାତ୍ରା ସହ ଛାତ୍ରଛାତ୍ରୀ ମାନେ ଏକ ପଥପ୍ରାନ୍ତ ନାଟକ କରି ସଚେତନତା କରାଇଛନ୍ତିା । ଏହା ମା’ ପାଟଖଣ୍ଡା ମନ୍ଦିର ସମ୍ମୁଖରୁ ବାହାରି ଛାତ୍ରଛାତ୍ରୀଙ୍କୁ ନେଇ ଏକ ସଚେତନତା ଶୋଭାଯାତ୍ରା ସହ ହାତରେ ପ୍ଲାକାର୍ଡ ଓ ବ୍ୟାନର ଧରି କରାଯାଇଥିଲା ।
