ଓଡ଼ିଶାରେ ୧୭,୩୧,୫୫୬ ଟି ନମୁନା ପରୀକ୍ଷା କରାଯାଇଛି,୧,୦୦,୯୩୪ ଜଣ ପଜିଟିଭ୍‌ ଚିହ୍ନଟ,୭୦,୭୧୪ ଜଣ ସୁସ୍ଥ ,୪୮୨ ଜଣ ରୋଗୀଙ୍କର ମୃତ୍ୟୁ

ଓଡ଼ିଶା ତାଜା ନ୍ୟୁଜ୍ (୩୧ ଅଗଷ୍ଟ ସୋମବାର) ଭୁବନେଶ୍ୱର :ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା – ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୧୭,୩୧,୫୫୬ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୧,୦୦,୯୩୪ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ।

୭୦,୭୧୪ ଜଣ ରୋଗୀ ସଂ ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । ୪୮୨ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୨୯,୬୮୫ ରହିଛି । ୨୯,୬୮୫ ଜଣ ହସ୍‌ ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ।

Exit mobile version