ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) :- ଅପରାହ୍ନ ରେ ମାନ୍ୟବର ରାଜ୍ୟପାଳ ଡ. ହରି ବାବୁ କମ୍ଭବପାଟି ଓ ଓଡ଼ିଶାର ମାନ୍ୟବର ଫାଷ୍ଟ ଲେଡି ଶ୍ରୀମତୀ ଜୟଶ୍ରୀ କମ୍ଭବପାଟି ଶ୍ରୀମନ୍ଦିର ଯାଇ ଶ୍ରୀଜୀଉ ମାନ ଙ୍କୁ ଦର୍ଶନ କରିଥିଲେ।ରାଜ୍ୟପାଳଙ୍କ ସହ ମାନ୍ୟବର ପୁରୀ ଲୋକସଭା ସାଂସଦ ଡା ସମ୍ବିତ ପାତ୍ର ମଧ୍ୟ ଶ୍ରୀଜୀଉ ମାନଙ୍କୁ ଦର୍ଶନ କରିଥିଲେ ।

