ଓଡ଼ିଶା ତାଜା ନ୍ୟୁଜ୍ (୩୧ ଅଗଷ୍ଟ ସୋମବାର) ଦିଲ୍ଲୀ :– ଭାରତ ର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଙ୍କ ର ଦେହାନ୍ତ । ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପରଲୋକରେ ଶୋକ ବ୍ୟକ୍ତ କରି ଦେଶ ଜଣେ ବରିଷ୍ଠ ରାଜନେତାଙ୍କୁ ହରାଇଛି । ସେ ସାଧାରଣ ପୃଷ୍ଠଭୂମିରୁ କଠିନ ପରିଶ୍ରମ, ଅନୁଶାସନ ଓ ସମର୍ପଣ ମନୋଭାବ ପ୍ରଦର୍ଶନ କରିଥିଲେ , ୮୪ ବର୍ଷ ବୟସରେ ଦିଲ୍ଲୀର ଆର୍ମି ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କଲେ ପ୍ରଣବ ମୁଖାର୍ଜୀ । ପ୍ରତ୍ୟେକ ବର୍ଗ ତାଙ୍କର ସମ୍ମାନ କରୁଥିଲେ ତାଙ୍କର ମହତ୍ବପୂର୍ଣ୍ଣ ଯୋଗଦାନକୁ ସାରା ଦେଶ କୋଣଅନୁକୋଣରେ ତାଙ୍କର ଅବଦାନ ଅବିସ୍ମରଣ ହୋଇ ରହିବ । ତାଙ୍କ ପରଲୋକରେ ଦେଶ ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟ୍ବିଟ୍ କରି ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ।
ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପରଲୋକ

- Categories: Uncategorized
Related Content
ବାଲୁଗାଁ ଏଲ୍ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ ଓ ଗାନ୍ଧୀ ଜୟନ୍ତୀ ପାଳିତ
by
Proprietor Abhimanyu Maharana
October 4, 2026
ଅଙ୍ଗନବାଡି କେନ୍ଦ୍ରରେ ଅଙ୍ଗନକl ଉଚ୍ଛବ
by
Proprietor Abhimanyu Maharana
October 1, 2026
MALABARGOLD & DIAMONDS LAUNCHES ARTISTRY SHOW AT BHUBANESWAR SOUBHAGYA NAGAR STORE
by
Proprietor Abhimanyu Maharana
September 22, 2026
ବିଜୁ ଜନତା ଦଳ କାର୍ଯ୍ୟାଳୟରେ ଶ୍ରଦ୍ଧାଞ୍ଜଳୀ ସଭା
by
Proprietor Abhimanyu Maharana
September 11, 2026
ଶିକ୍ଷା କେବଳ ଜ୍ଞାନ ନୁହେଁ, ମଣିଷ ଗଢିବାର ଏକ ମହାନ ପ୍ରକ୍ରିୟା - ମୁଖ୍ୟମନ୍ତ୍ରୀ
by
Proprietor Abhimanyu Maharana
September 6, 2026
ରାତ୍ର ପେଟ୍ରୋଲିଂ କଡାକଡି କରିବା ପାଇଁ ବୁଦ୍ଧିଜିବି ମହଲରେ ଦାବି
by
Proprietor Abhimanyu Maharana
August 15, 2026