Home ଓଡ଼ିଶା ଭିମପୁର ଜାଡମଲ୍କୀ ପୀଠରେ ଗୀତା ଯଜ୍ଞ ଅନୁଷ୍ଠିତ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp କଟକ (ଓଡ଼ିଶା ତାଜା ନ୍ୟୁଜ୍) :- ବାଲିଅନ୍ତା ବ୍ଲକ ଜଗନ୍ନାଥପୁର ପଞ୍ଚାୟତର ପାହାଳ ଥାନା ଅନ୍ତର୍ଗତ ଭୀମପୁର ଗ୍ରାମର ମା’ ଜାଡ ମଲ୍କୀଙ୍କ ପୀଠରେ ପଣ୍ଡିତ ସ୍ବର୍ଗତ ଅନାଦି ଚରଣ ଦାଶ ଶର୍ମାଙ୍କ ପ୍ରେରଣା ରେ ଆୟୋଜିତ ୨୯ ତମ ଏକ ଦିବସୀୟ ଗୀତାଯଞ ଅନୁଷ୍ଠିତ ହୋଇଯାଇଅଛି । କଳସ ସ୍ଥାପନ, ଯଜ୍ଞ।ଧିବାସ, ଅଗ୍ନି ସ୍ଥାପନ,ଯଞାହୁତୀ ଦିଆଯାଇ ପୂର୍ଣ୍ଣାହୁତି ଅନୁଷ୍ଠିତ ହୋଇଥିଲା । ଏହି ଉତ୍ସବରେ ଭୀମପୁର ସମେତ ଆଖପାଖ ଗ୍ରାମର ଶ୍ରଦ୍ଧାଳୁମାନେ ଯୋଗ ଦେଇଥିଲେ । ସମସ୍ତ ଙ୍କ ପାଇଁ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଥିଲା । ଏଥିରେ ଭିମପୁର ଏବଂ ଯୋହଳ ଗ୍ରାମବାସୀ ଉପସ୍ଥିତ ରହି କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ । Categories: ଓଡ଼ିଶା, କଟକ, ହୋମ୍ Related Content ସୃଷ୍ଟି ଏକାଡେମୀ ଅଫ୍ ମ୍ୟାନେଜମେଣ୍ଟ ଆଣ୍ଡ ଟେକ୍ନୋଲୋଜି AI-ସକ୍ଷମ କ୍ୟାମ୍ପସ୍ ହେଲା AI କୁ ବ୍ୟବହାର କରି ଛାତ୍ରଛାତ୍ରୀ ନିଯୁକ୍ତି ଚୟନରେ ସଫଳ by Proprietor Abhimanyu Maharana July 28, 2026 Srusti Academy of Management and Technology Becomes an AI-Enabled Campus by Proprietor Abhimanyu Maharana July 28, 2026 ରଣପୁର ଚକାଶିଳା କ୍ଷେତ୍ରରେ ନୀଳାଦ୍ରୀ ବିଜେ by Proprietor Abhimanyu Maharana July 28, 2026 ଡେଙ୍ଗାଝରୀ ଗ୍ରାମରେ ପାନୀୟ ଜଳ ସମସ୍ୟା ସମାଧାନ କଲେ, ସରପଞ୍ଚ by Proprietor Abhimanyu Maharana July 28, 2026 ରଣପୁର ପ୍ରେସ କ୍ଲବର ନୂତନ ଗୃହ ଉଦ୍ଘାଟନ କଲେ ବାଚସ୍ପତି by Proprietor Abhimanyu Maharana July 28, 2026 ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ by Proprietor Abhimanyu Maharana July 27, 2026