ବାଲିଗୁଡା ରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି
ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବାଲିଗୁଡା ଏସଡିପିଓ ରାମେନ୍ଦ୍ର ପ୍ରସାଦ , ଜିଲ୍ଲା ଚିକିତ୍ସା ଅଧିକାରୀ ସନ୍ତୋଷ କୁମାର ପାଢୀ ,ସମନ୍ୱତ ଆଦିବାସୀ ଉନୟନ୍ନ ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା ,ତହସିଲଦାର ଦୀପ୍ତି ପ୍ରକାଶ ବେହେରା ,ବିଡିଓ ଅକ୍ଷୟ ମଲ୍ଲିକ , ସହକାରୀ ଜିଲ୍ଲାପାଳ ଧୀରଜ କୁମାର ପାତ୍ର ଙ୍କ ସମେତ ଶିକ୍ଷା ,ସ୍ୱାସ୍ଥ୍ୟ ,ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ,କୃଷି ,ଉଦ୍ୟାନ , ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ,ରାସ୍ତା ଓ କୋଠାବାଡ଼ି ଗ୍ରାମ୍ୟ ବିଭାଜନ ସମେତ ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ ।
Related Content
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା
by
Proprietor Abhimanyu Maharana
September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ
by
Proprietor Abhimanyu Maharana
September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ
by
Proprietor Abhimanyu Maharana
September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ
by
Proprietor Abhimanyu Maharana
September 27, 2026
ଅଶାନ୍ତ ସମୁଦ୍ର : ଆତଙ୍କିତ ଉଠାଦୋକାନୀ ଢେଉରେ ଭାସିଗଲା ଖଟପସରା
by
Proprietor Abhimanyu Maharana
September 27, 2026
हावड़ा–बड़बिल जन शताब्दी एक्सप्रेस के कोचों का व्यापक उन्नयन
by
Proprietor Abhimanyu Maharana
September 27, 2026