Home ଓଡ଼ିଶା ମାଟ୍ରିକ୍ ପରୀକ୍ଷାରେ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର, ନୟାଗଡ଼ର ବାଜିମାତ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) :- ଚଳିତ ମାଟ୍ରିକ୍ ପରୀକ୍ଷାରେ ଶିକ୍ଷାକେନ୍ଦ୍ରର ଛାତ୍ରଛାତ୍ରୀମାନେ ୧୦୦% (ଶତପ୍ରତିଶତ) ରେଜଲ୍ଟ କରି ବାଜିମାତ କରିବା ସହିତ ସମସ୍ତ ଛାତ୍ରଛାତ୍ରୀ ୫୦% ରୁ ଉର୍ଦ୍ଧ୍ବ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇ ପୁଣି ଏକ ନୂଆ ଇତିହାସ ରଚନା କରି ବିଦ୍ଯାଳୟ ପାଇଁ ଗର୍ବ ଓ ଗୌରବ ଅର୍ଜନ କରିଛନ୍ତି । ୩୩ ଜଣ ପରୀକ୍ଷାର୍ଥୀଙ୍କ ମଧ୍ଯରୁ ଏ-୧ରେ ୦୧ଜଣ, ଏ-୨ରେ ୦୩ ଜଣ, ବି-୨ରେ ୧୭ଜଣ ଓ ସି-ଗ୍ରେଡ୍ ରେ ୧୨ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି । ଏ-୧ ଗ୍ରେଡ୍ ରେ ଉତ୍ତୀର୍ଣ୍ଣ ହୋଇଥିବା ହନିମେଷ ଡାକୁଆ ୫୫୦ ନମ୍ବର ରଖି ବିଦ୍ଯାଳୟର ସମ୍ମାନକୁ ଅକ୍ଷୁର୍ଣ୍ଣ ରଖିବା ସହିତ ଭବିଷ୍ଯତରେ ଜଣେ ଇଂଜିନିୟର ହେବା ପାଇଁ ଆଶା ରଖିଛନ୍ତି । ବିଦ୍ଯାଳୟର ସମସ୍ତ ଛାତ୍ରଛାତ୍ରୀ ୫୦%ରୁ ଉର୍ଦ୍ଧ୍ବ ନମ୍ବର ରଖିଥିବାରୁ ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ଶ୍ରୀଯୁକ୍ତ ଶ୍ରୀଧର ସାହୁ ସେବାବ୍ରତୀ ଗୁରୁଜୀ ଗୁରୁମା ଓ ଅଭିଭାବକ ମାନଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି । ସୂଚନା ଥାଉକି, ସମସ୍ତ ଛାତ୍ରଛାତ୍ରୀ ଲେଙ୍କୁଡିପଡା ଉଚ୍ଚ ବିଦ୍ଯାଳୟ ଅଧିନରେ ପରୀକ୍ଷା ଦେଇଥିଲେ । Categories: ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍ Related Content ବରିଷ୍ଠ ସାମ୍ବାଦିକ ସୁବ୍ରତ ମହାନ୍ତିଙ୍କ ବିୟୋଗରେ ଶ୍ରଦ୍ଧାଞଳି ଓ ଶୋକସଭା by Proprietor Abhimanyu Maharana September 29, 2026 ଫୁଲବାଣୀ କରୋନେସନ୍ ପଡ଼ିଆରେ ପୁରୀ ଉପକୂଳ ମାରାଥନ୍ ପ୍ରୋମୋ ରନ୍ ଅନୁଷ୍ଠିତ by Proprietor Abhimanyu Maharana September 28, 2026 କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା by Proprietor Abhimanyu Maharana September 28, 2026 ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ by Proprietor Abhimanyu Maharana September 28, 2026 ଏମ୍ ଏମ୍ ଡି ଆର ସଂଶୋଧନ ବିରୋଧରେ ବିଜେଡିର ବିକ୍ଷୋଭ by Proprietor Abhimanyu Maharana September 28, 2026 କାଶୀନଗର ବ୍ଲକ କେ.ସିତପୁରରେ ଗ୍ରାମ ଠାରେ ମାଇ ଭାରତ ଗଜପତି ପକ୍ଷରୁ ଚିକିତ୍ସା ଶିବିର ଅନୁଷ୍ଠିତ by Proprietor Abhimanyu Maharana September 28, 2026