୧୦ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ଯଦି କୌଣସି ବେ ବିଚାରଧୀନ ମକଦ୍ଦମାର ସମାଧାନ ଲୋକ ଅଦାଲତ ମାଧ୍ୟମରେ ହୁଏ। ଆଗରୁ ପଇଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ। ଦୀର୍ଘଦିନ ଧରି ଚାଲୁ ରହିଥିବା ମକଦ୍ଦମାର ସହଜ ସମାଧାନ ଲାଗି ଏବଂ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ଲାଗି ଏହି ସୁଯୋଗର ସଦୁପଯୋଗ କରିବା ସହ ସବିଶେଷ ବିବରଣୀ ତଥା ଏହି ବିଷୟରେ ଅଧିକ ଜାଣିବା ଲାଗି ନିକଟସ୍ଥ ଅଦାଲତରେ କାର୍ଯ୍ୟରତ ଜିଲ୍ଲା ଆଇନସେବା ପ୍ରାଧିକରଣ ବା ତାଲୁକ ଆଇନସେବା କାର୍ଯ୍ୟାଳୟ ସହ ଯୋଗାଯୋଗ କରିବାକୁ ଅନୁରୋଧ କରାଯାଇଛି l
- Categories: Uncategorized, ଓଡ଼ିଶା, କନ୍ଧମାଳ, ହୋମ୍
Related Content
ଆଦିବାସୀ ମହାବିଦ୍ଯାଳୟର ଯୁବ ଅଧ୍ଯାପକ ଦ୍ବୟଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା
by
Proprietor Abhimanyu Maharana
August 2, 2026
ଆଦିବାସୀ ମହାବିଦ୍ଯାଳୟରେ କୃତ୍ରିମ ଗୁଣବତ୍ତା ତାଲିମ୍ ପ୍ରଦାନ
by
Proprietor Abhimanyu Maharana
August 2, 2026
ଅଚ୍ୟୁତ ସାମନ୍ତଙ୍କୁ ୭୫ତମ ସମ୍ମାନସୂଚକ ଡକ୍ଟରେଟ୍ : ମହାରାଜା ଗଙ୍ଗା ସିଂହ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନିତ
by
Proprietor Abhimanyu Maharana
August 2, 2026
ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀଙ୍କ ଅବସର ଗ୍ରହଣ
by
Proprietor Abhimanyu Maharana
August 2, 2026
ଭିଜିଲାନ୍ସ ଜାଲରେ ମାଧବ ରାଜସ୍ଵ ନିରୀକ୍ଷକ
by
Proprietor Abhimanyu Maharana
August 2, 2026
ଫୁଲବାଣୀର ସରକାରୀ ଶିଳ୍ପ ତାଲିମ କେନ୍ଦ୍ର ( ଆଇ ଟି ଆଇ ) ପରିସର ମଧ୍ୟରେ : ବରିଷ୍ଟ ନାଗରିକ ସଂଘ ଚଳିତ ବର୍ଷ ର ବୃକ୍ଷ ରୋପଣ ଉତ୍ସବ
by
Proprietor Abhimanyu Maharana
August 2, 2026