ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳ ରୁ ଆନ୍ତଃ ରାଜ୍ୟକୁ ଗଂଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ପୋଲିସ l ବାଲିଗୁଡ଼ା ଥାନା ଅନ୍ତର୍ଗତ ବାରଖମା ରୁ ଅନ୍ୟ ରାଜ୍ୟ କୁ ଗଂଜେଇ ଚୋରା ଚାଲାଣ ହେଉଥିବା ଖବର ପାଇଥିଲା ବାଲିଗୁଡା ପୋଲିସ l ବାରଖମା ଫାଣ୍ଡି ଅଧିକାରୀ ବିକାଶ ଜlଲ ଙ୍କ ନେତୃତ୍ୱ ରେ ପୋଲିସ ସଦଳବଳେ ଗାଡି ନମ୍ବର – ଓଡ଼ି-୦୨-ଏସ-୧୯୯୯ କୁ -ଅଟକାଇ ୫୬ କିଲୋ ୫୦୦ ଶହ ଗ୍ରାମ ଗଂଜେଇ ସହିତ ଗାଡି କୁ ଜବତ କରିଛି l
