ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବନବାସୀ ସେବା ସମିତର ୫୪ ତମ ଜୟନ୍ତୀ ସମାରୋହ ସମିତି ପରିସରରେ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ଦେହ ତ୍ୟାଗ କରିଥିବା ମନିଷୀ ମାନଙ୍କ ଅମର ଆତ୍ମା ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରି ଏକ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା l ପରେ ପରେ ବନବାସୀ ସେବା ସମିତିର ସମ୍ପାଦକ ଉତ୍ସବ ଚନ୍ଦ୍ର ଜେନାଙ୍କ ସଭାପତିତ୍ୱ ରେ ଆୟୋଜିତ ଏହି ସମାରୋହ ରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ତହସିଲଦାର ଦୀପ୍ତି ପ୍ରକାଶ ବେହେରା,

