Home ଓଡ଼ିଶା ଭାରସାମ୍ୟ ହରାଇ ନାରିଙ୍ଗୀ ଘାଟିରେ ବୋଲେରୋ ଦୁର୍ଘଟଣା ଗସ୍ତ, ଡ଼୍ରାଇଭର ଗୁରୁତର by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ଆର,ଉଦୟଗିରି (ଓଡ଼ିଶା ତାଜା ନ୍ୟୁଜ୍) :- ଗଜପତି ଜିଲ୍ଲା ମୋହନା ଥାନା ନାରୀଙ୍ଗୀ ଘାଟିରେ ବୋଲେରୋ ଦୁର୍ଘଟଣା ଗସ୍ତ ହୋଇଛି l ଦୁର୍ଘଟଣାରେ ଡ଼୍ରାଇଭର ଗୁରୁତର ଭାବେ ଆହତ ହୋଇ ମୋହନା ମେଡିକାଲରେ ଭର୍ତ୍ତି ହୋଇଛନ୍ତି l ଦୁରୁତର ଡ୍ରାଇଭର ଜଣକ ହେଲେ, ଚନ୍ଦ୍ରଗିରି ଗାଁର ଶିବରାମ ବଡ଼କୁମର l ବୋଲେରୋଟି ଚନ୍ଦ୍ରଗିରି ରୁ ମୋହନା ଆଭିମୂଖେ ଯାଉଥିବା ବେଳେ ସାମ୍ନା ପଟୁ ଦୃତ ଗତିରେ ଆସୁଥିବା କାର କୁ ସାଇଡ ଦେବାକୁ ଯାଇ ବୋଲେରୋ ଟି ଭାରସାମ୍ୟ ହାରାଇ ରାସ୍ତା ର ବାମ ପଟେ ଓଲଟି ପଡିଛି l ସ୍ଥାନୀୟ ଲୋଜେ ଗୁରୁତର ଡ଼୍ରାଇଭରକୁ ଉଦ୍ଧାର କରି ମୋହନା ମେଡ଼ିକାଲ ରେ ଭାରି କରିଛନ୍ତି l ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି l Categories: ଓଡ଼ିଶା, ଗଜପତି, ହୋମ୍ Related Content ଶ୍ରୀ ଲକ୍ଷ୍ମୀଧର ବିଶୋଇଙ୍କ ପରଲୋକରେ ସାରା କୁମ୍ଭାରପଡ଼ାରେ ଶୋକର ଛାୟା by Proprietor Abhimanyu Maharana September 29, 2026 ନୟାଗଡ଼ ମ୍ୟୁନିସ୍ ପାଲ୍ ଟି, ସ୍ୱାସ୍ଥ୍ୟ ସେବା ପରୀକ୍ଷା ଶିବିର ୧୪୨ ଜଣ ସଫେଇ କର୍ମଚାରୀ ସାମିଲ by Proprietor Abhimanyu Maharana September 29, 2026 "ଜାତିର ସ୍ୱର" ର ୬ଷ୍ଠ ବାର୍ଷିକୋତ୍ସବ ପାଳନ by Proprietor Abhimanyu Maharana September 29, 2026 ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ by Proprietor Abhimanyu Maharana September 29, 2026 ଐତିହାସିକ ବାଲିଯାତ୍ରା-୨୦୨୬ ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ପ୍ରସ୍ତୁତି ଜୋରଦାର,୮୦ ଟି ଖାଦ୍ୟ ଷ୍ଟଲ ବ୍ୟବସ୍ଥା by Proprietor Abhimanyu Maharana September 29, 2026 ହୀରାକୁଦ ଜଳଭଣ୍ଡାରରୁ ୨୮ ଟି ଗେଟ ଖୋଲା ଗଲା,ମହାନଦୀରେ ୮ ଲକ୍ଷ କ୍ୟୁସେକ ଜଳ ପ୍ରବେଶ, ସତର୍କତା ସଂକେତ by Proprietor Abhimanyu Maharana September 29, 2026