ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ‘ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ପାଇଁ ଗାନ୍ଧୀ ଛକ ସ୍ଥିତ ମା ‘ବରାଳ ଦେବୀ ମନ୍ଦିର ଅସ୍ଥାୟୀ ମଣ୍ଡପ ବର୍ତ୍ତମାନ ଚଳ ଚଞ୍ଚଳ ହୋଇ ଦିନକୁ ଦିନ ଭକ୍ତ ଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି l ଏହି ପରିପ୍ରେକ୍ଷୀରେ ଅସ୍ଥାୟୀ ମଣ୍ଡପ ନିକଟକୁ ମା ‘ମାନଙ୍କ ଦର୍ଶନ ନିମନ୍ତେ ପ୍ରତିଦିନ ସ୍ଥାନୀୟ ଅଞ୍ଚଳ ତଥା ବାହାରୁ ଆସୁଥିବା ଶତାଧିକ ଭକ୍ତ ଓ ଶ୍ରଦ୍ଧାଳୁ ଙ୍କ ପାଇଁ ଏକ ମିଷ୍ଟାନ ଭୋଗ ବିକ୍ରୟ କେନ୍ଦ୍ର ଶ୍ରୀ ଶ୍ରୀ ଶ୍ରୀ ମା’ପାଟଖଣ୍ଡା ଠାକୁରାଣୀ ଯାତ୍ରା କମିଟି ତରଫରୁ ସକାଳ ଆଳତୀ ପର ଠାରୁ ମା’ ମାନଙ୍କ ନଗର ପରିକ୍ରମା ବାହାରିବା ପର ପର୍ଯ୍ୟନ୍ତ ଖୋଲା ଯାଉଛି l
