
ଭୁବନେଶ୍ଵର (ଓଡ଼ିଶା ତାଜା ନ୍ୟୁଜ୍) :- ଶିକ୍ଷା ବିକାଶ ସମିତି, ଓଡ଼ିଶାଙ୍କ ଅଧୀନରେ ପରିଚାଳିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରଗୁଡ଼ିକ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରିଛି । ପ୍ରବେଶ ସ୍ତରରେ ପ୍ରଥମ ୧୦ଟି ସ୍ଥାନରେ ଥିବା ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ଏହି ଅବସରରେ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ, ଭୁବନେଶ୍ଵର ପରିସରରେ ସମ୍ବଦ୍ଧିତ କରାଯାଇଛି। ଉକ୍ତ ଉତ୍ସବରେ ମଞ୍ଚାସୀନ ବିଦ୍ୟା ଭାରତ ଅଖଳ ଭାରତୀୟ ଶିକ୍ଷା ସଂସ୍ଥାନର ସଂଗଠନ ମନ୍ତ୍ରୀ ଗୋବିନ୍ଦଚନ୍ଦ୍ର ମହାନ୍ତ ଓ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ,

