ଯୁବତୀ କୁ ଗଣଦୁଷ୍କର୍ମ ମାମଲାରେ ୩ ଗିରଫ : ବ୍ୟବହୃତ ଅଟୋ ଜବତ
ଏ ନେଇ ୧୭ ତାରିଖ ଦିନ ବାଲିଗୁଡା ଥାନାରେ ଲିଖିତ ଅଭିଯୋଗ ପରେ ପୁଲିସ ୧୫୮/୨୫ ରେ ଏକ ମାମଲା ରୁଜୁ କରି ଗଣଦୁଷ୍କର୍ମ ମାମଲାରେ ୩ ଯୁବକକୁ ଏତଲା ର ୨୪ ଘଣ୍ଟା ନ ପୂରୁଣୁ ଗିରଫ କରିବା ସହ ଡାକ୍ତର ମଇନା କରାଯାଇଛି ଓ ବ୍ୟବହୃତ ଅଟୋ ଜବତ କରି କୋର୍ଟ ଚାଲାଣ କରିଛି । ବାଲିଗୁଡା ଏସଡିପିଓ ରମେନ୍ଦ୍ର ପ୍ରସାଦ କହିଛନ୍ତି ମହିଳାଙ୍କ ଉପରେ କୌଣସି ଅତ୍ୟାଚାର ଖବର ଆସିଲେ କାହାରୀକୁ ଛଡା ଯିବ ନାହିଁ l ଏଣୁ ସଜାଗ ରହିବାକୁ ତାଗିଦ କରିଥିଲେ l
Related Content
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ
by
Proprietor Abhimanyu Maharana
April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା
by
Proprietor Abhimanyu Maharana
April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ
by
Proprietor Abhimanyu Maharana
April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ
by
Proprietor Abhimanyu Maharana
April 29, 2026
ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର
by
Proprietor Abhimanyu Maharana
April 29, 2026
ଷ୍ଟେସନ ଓ ଜିଲ୍ଲା ସ୍ଲୁଲ ଛକ ରାସ୍ତା ହେଉନାହିଁ ଓସାର ମହାନଗର ନିଗମ ଅଧିକାରୀ ନିରବଦ୍ରଷ୍ଟା
by
Proprietor Abhimanyu Maharana
April 28, 2026