ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) କନ୍ଧମାଳ ଜିଲ୍ଲା :- ସମଗ୍ର କନ୍ଧମାଳ ଜିଲ୍ଲାରେ ସଚ୍ଚା କଂଗ୍ରେସ କର୍ମୀ ଭାବେ ବେଶ ପରିଚିତ ଥିବା କନ୍ଧମାଳ ଜିଲ୍ଲା ବାଲିଗୁଡା ହାଟପଦା ସାହି ନିବାସୀ ସାହସ ନାୟକ ଚଳିତ ମାସ ୧୩ ତାରିଖରେ ସନ୍ଧ୍ୟାରେ ହଠାତ ଦେହ ଅସୁସ୍ଥ ହେବାରୁ ପରିବାର ଲୋକେ ବାଲିଗୁଡା ମେଡିକାଲ ରେ ଭର୍ତ୍ତୀ କରିଥିଲେ l କିଛି ସମୟ ଚିକିତ୍ସା ପରେ ଡାକ୍ତର ମୃତ୍ୟୁ ଘୋଷଣା କରିଥିଲେ l

