Home ଓଡ଼ିଶା ଠାକୁରାଣୀ ଯାତ୍ରା ଉପଲକ୍ଷେ ଫ୍ରେଣ୍ଡସ କ୍ଲବ୍ ପକ୍ଷରୁ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- ବାଲିଗୁଡା ରେ ଧୁମ୍ ଧାମରେ ଚାଲିଛି ମାଆ ପାଟ୍ଟଖଣ୍ଡା ଙ୍କ ଠାକୁରାଣୀ ଯାତ୍ରା l ଏହି ପରିପ୍ରେକ୍ଷୀରେ ଫ୍ରେଣ୍ଡସ କ୍ଲବ୍ ଦଣ୍ଡପଦର ପକ୍ଷରୁ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସମ୍ବଲପୁର ରୁ ଆସିଥିବା ସୁହାନା ମେଲୋଡି ଗ୍ରୁପ ଉପସ୍ଥିତ ଦର୍ଶକ ଙ୍କୁ ବିମୋହିତ କରିଥିଲା l ସଭାପତି ଯୁମର ନାୟକ ଙ୍କ ନେତୃତ୍ୱ ରେ ଆୟୋଜିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ବିଜେପି ସଭାପତି ପଣ୍ଡିତ କୁମାର ବିଶିମlଝି, ସମ୍ମାନୀତ ଅତିଥି ଭାବେ ନଗର ସାଂସଦ ପ୍ରତିନିଧି ଆଦିକନ୍ଦ ପଟ୍ଟନାୟକ, ବିଜେପି ନଗର ସଭାପତି ମନୋଜ କୁମାର ରଥ ପ୍ରମୁଖ ଉପସ୍ଥିତ ରହି ରଙ୍ଗା ରଙ୍ଗ କାର୍ଯ୍ୟକ୍ରମ ର ଶୁଭ ଉଦଘାଟନ କରିଥିଲେ l ଫ୍ରେଣ୍ଡସ୍ କ୍ଲବ୍ ପକ୍ଷରୁ ଗ୍ରାମ ର ବରିଷ୍ଠ ନାଗରିକ ଓ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ସମାଜସେବୀ, ସାମ୍ବାଦିକ, ମଞ୍ଚ କଳାକାର ଙ୍କୁ ମାନପତ୍ର ସହ ଉପଢୌକନ ପ୍ରଦାନ କରିଥିଲେ l Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content କନ୍ଧମାଳରେ ‘ସମୃଦ୍ଧ’ ସମବାୟ ସଦସ୍ୟତା ମହାଅଭିଯାନ by Proprietor Abhimanyu Maharana September 26, 2026 ପଣ୍ଡିତ ଦିନ ଦୟାଳୁ ଉପାଧ୍ୟାୟଙ୍କ ଜନ୍ମଦିନ କାର୍ଯକ୍ରମ by Proprietor Abhimanyu Maharana September 26, 2026 ପୁରୀ ସାତପଡା ରାସ୍ତାର ମଙ୍ଗଳାଘାଟ ରାସ୍ତାରେ ଆଣ୍ଠୁଏ ପାଣି by Proprietor Abhimanyu Maharana September 26, 2026 ଭଲମଣିଷଙ୍କ ମୁଣ୍ଡ ଉପରୁ ଛତା ଭଙ୍ଗିଗଲା by Proprietor Abhimanyu Maharana September 26, 2026 ପ୍ରତ୍ୟେକ ପରିବାର ସହ ସମବାୟ ସମ୍ବନ୍ଧ ଯୋଡିବାକୁ ସାଂସଦ ଙ୍କ ପରାମର୍ଶ by Proprietor Abhimanyu Maharana September 26, 2026 ବାତ୍ଯା ପବନ ଯୋଗୁ ବଡଦାଣ୍ଡରେ ପଡୁଛି ବ୍ଯାରିକେଡ by Proprietor Abhimanyu Maharana September 26, 2026