କନ୍ଧମାଳ (ଓଡ଼ିଶା ତାଜା ନ୍ୟୁଜ୍) ବାଲିଗୁଡା ବ୍ଲକ :- କନ୍ଧମାଳ ଜିଲ୍ଲାରେ ପ୍ରଥମ ଥର ପାଇଁ ବାଲିଗୁଡା ବ୍ଲକ ର ଲଣ୍ଡାଗାଁ ଠାରେ ଖରିଫ ଋତୁ ୨୦୨୪-୨୫ ଧାନ କିଣିବା ପାଇଁ ମଣ୍ଡି ମଞ୍ଜୁର ହୋଇଛି । ଜିଲ୍ଲା ସମବାୟ ସମୂହ ନିବନ୍ଧକ ଙ୍କ ଜରିଆରେ ରବି ଧାନ କିଣିବା ପାଇଁ ମଣ୍ଡି ଶୁଭାରମ୍ଭ ହୋଇଛି ।ଏହି ଶୁଭାରମ୍ଭ କାର୍ଯ୍ୟକ୍ରମରେ ଜିଲ୍ଲା ସମବାୟ ସମୂହ ନିବନ୍ଧକ ତୃପ୍ତି କଲ୍ୟାଣ ସେଠୀ , ଜିଲ୍ଲା ଯୋଗାଣ ଅଧିକାରୀ ଜ୍ଞାନେଦ୍ରିୟ ମିଶ୍ର ,

