ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) :- ଗତ ମେ ମାସ ୩୦ ତାରିଖ ଠାରୁ ଚଳିତ ଜୁନ୍ ମାସ ୦୧ ତାରିଖ ପର୍ଯ୍ୟନ୍ତ ୯ମ ଓପନ ଜାତୀୟ ଟାଇକୋଣ୍ଡ କିରୋଗି ଏବଂ ପୁମସାଇ ଚମ୍ପିୟାନସିପ ୨୦୨୫ କଟକର ଜବାହାରଲାଲ ଇଣ୍ଡୋର ଷ୍ଟାଡିୟମ ଠାରେ ଅନୁଷ୍ଠିତ ହୋଇଯାଇଅଛି, ଏଥିରେ ନୂଆ ରାଜବାଟି ସ୍ଥିତ ନୟାଗଡ଼ ମାର୍ଶାଲ ଆର୍ଟ ଆକାଡେମି ,

