ଓଡ଼ିଶାରେ ୧୮, ୯୧,୦୯୯ ଟି ନମୁନା ପରୀକ୍ଷା କରାଯାଇଛି,୧, ୦୯,୭୮୦ ଜଣ ପଜିଟିଭ୍‌ ଚିହ୍ନଟ,୮୪୦୭୩ ଜଣ ସୁସ୍ଥ ୫୧୪ ଜଣ ମୃତ

ଓଡିଶା ତାଜା ନ୍ୟୁଜ୍ (୨ ସେପ୍ଟେମ୍ବର ବୁଧବାର) ଭୁବନେଶ୍ୱର :– ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୧୮, ୯୧,୦୯୯ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୧, ୦୯,୭୮୦ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ।

୮୪୦୭୩ ଜଣ ରୋଗୀ ସଂ ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି ।(ଆଜିର ସୁସ୍ଥ ସଂଖ୍ୟା-୩୩୦୩) ‘ଘରେ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ’ ୫୧୪ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ ହୋଇଛି । ସକି୍ରୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୨୫,୧୪୦ ରହିଛି । ୨୮,୪୪୩ ଜଣ ହସ୍‌ ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି

Exit mobile version