ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) :- ନୟାଗଡ଼ ରାଜ୍ୟ ଆଇନ୍ସେବା ପ୍ରାଧିକରଣ,କଟକଙ୍କ ତରଫରୁ ନିଃଶୁକ୍ଳ ଆଇନ୍ସେବା ଏବଂ ଲୋକ ଅଦାଲତ ପାଇଁ ଭ୍ରାମ୍ୟମାଣ ରଥକୁ ଜିଲ୍ଲା ଆଇନ୍ସେବା ପ୍ରାଧିକରଣ ସଚିବ ଅଞ୍ଜଳି ମଚ୍ଛଖଣ୍ଡ ସ୍ୱାଗତ କରିବା ସହିତ ଜିଲ୍ଲାର କୋଣ ଅନୁକୋଣରେ ଏହି ରଥ ପହଂଚି ନିଃଶୁକ୍ଳ ଆଇନ୍ସେବା ଏବଂ ଲୋକ ଅଦାଲତ ସମ୍ବନ୍ଧରେ ଜନସାଧାରଣଙ୍କ ନିକଟରେ ବାର୍ତ୍ତା ପହଚାଂଇବାକୁ ଏହାର ଶୁଭାରମ୍ଭ କରିଥିଲେ ।

