ଆର,ଉଦୟଗିରି (ଓଡ଼ିଶା ତାଜା ନ୍ୟୁଜ୍) :- ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକ ଅନ୍ତର୍ଗତ ଡ଼ାବରାଗୁଡା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନି ମାଝୀ ,ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଡ଼ାବରାଗୁଡା ଗ୍ରାମ ପଞ୍ଚାୟତ ସମେତ ଚେଳାଗଡ, ମହେନ୍ଦ୍ରଗଡ ଓ ଛେଳିଗଡ଼ ପଞ୍ଚାୟତର ସମୁଦାୟ ମୋଟ- ୫୪ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୦୮ ଗୋଟି ,

