ଗଜପତି ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ପରିସରରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ଶୋକ ସଭା ଅନୁଷ୍ଠିତ

ଓଡିଶା ତାଜା ନ୍ୟୁଜ୍ (୩ ସେପ୍ଟେମ୍ବର ଗୁରୁବାର ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ପରିସରରେ ଆଜି ପୂର୍ବତନ ରାଷ୍ଟ୍ରପତି ସ୍ୱର୍ଗତ ପ୍ରଣବ ମୁଖାର୍ଜୀ ଙ୍କ ଶୋକସଭା ଅନୁଷ୍ଠିତ ହୋଯାଇଛି ।

ଏହିକାର୍ଯ୍ୟକ୍ରମ ରେ ପୂର୍ବତନ ଉପ-ନଗରପାଳ ସଂଜୟ ଅଧିକାରୀ, ଇଶ୍ଵର ମାଝୀ, ବାବୁଲି ସାହୁ, ନଗର କଂଗ୍ରେସ ସଭାପତି ବସନ୍ତ ପଣ୍ଡା, ପ୍ରମୁଖ ଉପସ୍ଥିତ ରହି ଫୋଟ ଚିତ୍ରରେ ପୁଷ୍ପ ମାଲ୍ୟ ଅର୍ପଣ କରିବା ସଙ୍ଗେ ସଙ୍ଗେ ଦୂଇ ମିନଟ ନୀରବ ପର୍ଥନl କରିବା ସହ ଶୋକସଭା କରିଥିଲେ । (ଗରୁଡ ଧ୍ଵଜ ଚୌଧୁରୀ)

Exit mobile version